ଏମ୍ସରେ ହେଲା ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ

March 30, 2021, ଦେଶ, , Anupambharat News Bureau


ଏମ୍ସରେ ହେଲା ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ
Anupambharat News Bureau
March 30, 2021


ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ୍‌ ସର୍ଜରୀ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିକଟରେ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ବୁଧବାର ତାଙ୍କର ବାଇପାସ୍‌ ସର୍ଜରୀ ହୋଇଛି ବୋଲି ଏମ୍ସ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଛାତିରେ ଯନ୍ତ୍ରଣା ହେବା ଯୋଗୁଁ ଶୁକ୍ରବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅଧିକ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା ।
ମାର୍ଚ୍ଚ ୨୭ ତାରିଖ ଅପରାହ୍ନରେ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍‌ ସର୍ଜରୀର ଗୁରୁଦାୟିତ୍ୱ ଏମ୍ସର ଓଡିଆ ଡାକ୍ତର ଅକ୍ଷୟ କୁମାର ବିଶୋୟୀଙ୍କ ଉପରେ ଥିବାର ସୂଚନା ରହିଛି । ଉଲ୍ଲେଖଯୋଗ୍ୟ ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆର୍ମି ହସ୍ପିଟାଲରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆହୁରି କଠିନ ହେବ ଡ୍ରାଇଭିଂ ଲାଇସେନ୍ସ

ଆହୁରି କଠିନ ହେବ ଡ୍ରାଇଭିଂ ଲାଇସେନ୍ସ

Read More...

ରାଜଧାନୀର ୧୯୪ ବେଆଇନ୍‌ ଆପାର୍ଟମେଣ୍ଟ

ରାଜଧାନୀର ୧୯୪ ବେଆଇନ୍‌ ଆପାର୍ଟମେଣ୍ଟ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page