ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

April 30, 2021, ଓଡ଼ିଶା, , Anupambharat News Bureau


  ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ
Anupambharat News Bureau
April 30, 2021


ଭୁବନେଶ୍ୱର, ୩୦ା୪ (ଅନୁପମ ମିଡିଆ): ରାଜ୍ୟରେ ବେକାବୁ କରୋନା ସ୍ଥିତି। ଏହାକୁ ନଜରରେ ରଖି ରାଜ୍ୟ ସରକାର ସାରା ରାଜ୍ୟରେ ଲାଗୁ କରିଛନ୍ତି କଟକଣା। ଉଭୟ ଜୀବନ ଜିବୀକାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଛନ୍ତି ବଡ଼ ପଦକ୍ଷେପ। ରାଜ୍ୟରେ କୋଭିଡର ଦ୍ବିତୀୟ ଲହର ଜନିତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମେ' ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଯାହାଫଳରେ ମେ' ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ। ଏହାଦ୍ବାରା ୧୨ ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ଶ୍ରମିକ ଦିବସ : ଶ୍ରମିକଙ୍କୁ ମିଳୁନି ଦୁର୍ଘଟଣା କ୍ଷତିପୂରଣ

ଆଜି ଶ୍ରମିକ ଦିବସ : ଶ୍ରମିକଙ୍କୁ ମିଳୁନି ଦୁର୍ଘଟଣା କ୍ଷତିପୂରଣ

Read More...

କାହିିଁକି ପାଳନ ହୁଏ ବିଶ୍ୱ ଶ୍ରମିକ ଦିବସ

କାହିିଁକି ପାଳନ ହୁଏ ବିଶ୍ୱ ଶ୍ରମିକ ଦିବସ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page