ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

October 20, 2022, ଓଡ଼ିଶା, , Anupambharat News Bureau


ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ
Anupambharat News Bureau
October 20, 2022


ଭୁବନେଶ୍ୱର, ୨୦ା୧୦(ଅନୁପମ ମିଡ଼ିଆ):ସରକାର ପ୍ରାଥମିକ ଶିକ୍ଷକମାନଙ୍କ ଦାବିକୁ ଅଣଦେଖା କରି ଚାଲିଛନ୍ତି । ତେଣୁ ତୁରନ୍ତ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଠିକା ନିଯୁକ୍ତି ଉଚ୍ଛେଦ କରି ସେମାନଙ୍କର ୬ ବର୍ଷର କାର୍ଯ୍ୟକାଳକୁ ଇନକ୍ରିମେଣ୍ଟ ଦେଇ ମୂଳ ଚାକିରୀରେ ଗଣନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସଂଘ ତରଫରୁ ଅନୁରୋଧ କରାଯାଇଛି । ଯଦି ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ପ୍ରାଥମିକ ଶିକ୍ଷକମାନଙ୍କର ନ୍ୟାୟୋଚିତ ଦାବିକୁ ସରକାର କାର୍ଯ୍ୟକାରୀ ନ କରନ୍ତି, ତେବେ ସଂଘ ବାଧ୍ୟ ହୋଇ ରାଜ୍ୟରେ କାର୍ଯ୍ୟରତ ୭୦ ହଜାରରୁ ଉର୍ଦ୍ଧ୍ୱ ପ୍ରାଥମିକ ଶିକ୍ଷକ ଓ ସମସ୍ତ ଶିକ୍ଷକ ସଂଗଠନକୁ ଏକତ୍ର କରି ବ୍ଲକ ଠାରୁ ରାଜ୍ୟ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇବ ଓ ଶିକ୍ଷା କ୍ଷେତ୍ରରେ ଉପୁଜିବା ପରିସ୍ଥିତି ପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି ଗୁୁରୁବାର ଲୋହିଆ ଏକାଡ଼େମୀଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସଂଘର ସଭାପତି ବ୍ରହ୍ମାନନ୍ଦ ମହାରଣା, ସାଧାରଣ ସମ୍ପାଦକ ବିଭୂ ପ୍ରସାଦ ସାହୁ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ବେହେରା, ଅକ୍ଷୟ କୁମାର ପୋଥାଳ ପ୍ରମୁଖ ଚେତାବନୀ ଦେଇଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତୁରନ୍ତ ୟୁକ୍ରେନ୍‌ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ

ତୁରନ୍ତ ୟୁକ୍ରେନ୍‌ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ

Read More...

କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଲୋକାର୍ପିତ:  ରୋଗୀଙ୍କୁ କଟକ,ଭୁବନେଶ୍ୱର ଯିବାକୁ ପଡ଼ିବନି: ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଲୋକାର୍ପିତ: ରୋଗୀଙ୍କୁ କଟକ,ଭୁବନେଶ୍ୱର ଯିବାକୁ ପଡ଼ିବନି: ମୁଖ୍ୟମନ୍ତ୍ରୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page