ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

January 23, 2021, ଓଡ଼ିଶା, , Anupambharat News Bureau


ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
January 23, 2021


ଭୁବନେଶ୍ୱର ,୨୩ା୧(ଅନୁପମ ମିଡ଼ିଆ): ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁର, କନ୍ଧମାଳ, ଅନୁଗୁଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡି ଦେଖାଦେଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୫ ତାରିଖ ସକାଳେ କଟକ, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ , ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରେ ଘନ କୁହୁଡି ପଡ଼ିବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିଲାଗି ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଲାଲୁଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ଲାଲୁଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

Read More...

ବନ୍ଦ ହେବ ପୁରୁଣା ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍‌ !

ବନ୍ଦ ହେବ ପୁରୁଣା ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍‌ !

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page