ଚାରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

February 11, 2021, ଓଡ଼ିଶା, , Anupambharat News Bureau


ଚାରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
February 11, 2021


ଭୁବନେଶ୍ୱର, ୧୧ା୨ (ଅନୁପମ ମିଡିଆ): ରାଜ୍ୟରେ ଶୀତ କମୁଛି । ମାତ୍ର କିଛି ସ୍ଥାନରେ କୁହୁଡି ପରିମାଣ ବୃଦ୍ଧି ପାଇଛି । ଆସନ୍ତା ପାଞ୍ଚ ଦିନ ପାଇଁ ଓଡିଶାରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଗୁରୁବାର ରାତିରେ ଓ ଶୁକ୍ରବାର ସକାଳେ ଜଗତସିଂହପୁର , କଟକ , କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ଘନ କୁହୁଡି ଦେଖାଦେଇପାରେ । ଘନ କୁହୁଡି ପଡ଼ି ସାଧାରଣ ଜନଜୀବନକୁ ପ୍ରଭାବିତ କରିବାର ସମ୍ଭାବନା ରହିଥିବାରୁ ଏହି ଚାରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ଅପରପକ୍ଷରେ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳ ଓ ଏସପି ମାନେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରଥକାଠ ପହଞ୍ଚିଲା

ରଥକାଠ ପହଞ୍ଚିଲା

Read More...

ଟିକାକରଣ ପରେ ଲାଗୁ ହେବ ସିଏଏ

ଟିକାକରଣ ପରେ ଲାଗୁ ହେବ ସିଏଏ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page