କାଳବୈଶାଖୀ ସମ୍ଭାବନା

June 05, 2021, ଓଡ଼ିଶା, , Anupambharat News Bureau


କାଳବୈଶାଖୀ ସମ୍ଭାବନା
Anupambharat News Bureau
June 05, 2021


ଭୁବନେଶ୍ୱର,୫ା୬(ଅନୁପମ ମିଡ଼ିଆ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଶନିବାର ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାଜ୍ୟର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢ଼େଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଧୁଝର ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ରବିବାର ସକାଳେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଫଳରେ ଏହି ଜିଲ୍ଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା

ଆଜିଠୁ ବର୍ଷା ସହ ବଜ୍ରପାତ ଆଶଙ୍କା

Read More...

ନୀତି ଆୟୋଗ ରିପୋର୍ଟ :  ବିଜେପି-ବିଜେଡ଼ି ଟଣାଓଟରା

ନୀତି ଆୟୋଗ ରିପୋର୍ଟ : ବିଜେପି-ବିଜେଡ଼ି ଟଣାଓଟରା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page