୩୧ ସୁଦ୍ଧା ଯୁକ୍ତ ଦୁଇ ରେଜଲଫ

July 09, 2021, ଓଡ଼ିଶା, , Anupambharat News Bureau


୩୧ ସୁଦ୍ଧା  ଯୁକ୍ତ ଦୁଇ ରେଜଲଫ
Anupambharat News Bureau
July 09, 2021

ଭୁବନେଶ୍ୱର, ୦୯ା୭(ଅନୁପମ ମିଡିଆ): ଜୁଲାଇ ୩୧ ତାରିଖ ଭିତରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ରେଜଲଫ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।
ମନ୍ତ୍ରୀ ଦାଶ କହିଛନ୍ତି, ପୂର୍ବରୁ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲଫ ପ୍ରକାଶ ପାଇବ ବୋଲି କୁହାଯାଇଥିଲା । କି;ୁ ସୁପ୍ରିମ୍‌ କୋର୍ଟ ଜୁଲାଇ ୩୧ ତାରିଖ ଭିତରେ ରେଜଲଫ ପ୍ରକାଶ କରିବାକୁ କହିଛନ୍ତି । ତେଣୁ ଜୁଲାଇ ୩୧ ତାରିଖ ଭିତରେ ରେଜଲଫ ପ୍ରକାଶ କରିବାକୁ ଚେଷ୍ଟା କରାଯାଉଛି । ଯଦି କିଛି ସମସ୍ୟା ହେଲା, ତା’ହେଲେ ଦିନେ ଦୁଇ ଦିନ ବିଳମ୍ବ ହୋଇପାରେ । କରୋନା ଯୋଗୁ ଏଥର ମାଟ୍ରିକ୍‌ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ । ତେଣୁ ମାଟ୍ରିକ୍‌ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲଫ ପ୍ରକାଶ କରାଯିବ ବୋଲି ସେ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଇପିଏସ ସ୍ତରରେ ଅଦଳବଦଳ

ଆଇପିଏସ ସ୍ତରରେ ଅଦଳବଦଳ

Read More...

ଦିନକରେ ସର୍ବାଧିକ ୬୧ ମୃତ,   ୨୮୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ସର୍ବାଧିକ ୬୧ ମୃତ, ୨୮୦୬ କରୋନା ଆକ୍ରାନ୍ତ ଚିହ୍ନଟ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page